Day: June 3, 2026

କଳିଙ୍ଗନଗରରେ ଯୁବ ଟେକ୍ନିସିଆନଙ୍କ ସନ୍ଦେହଜନକ ମୃତ୍ୟୁ

ଦାନଗଦି/କଳିଙ୍ଗନଗର: କଳିଙ୍ଗନଗର ଥାନା ଅନ୍ତର୍ଗତ ବାରଗଡ଼ିଆ ଅଞ୍ଚଳର ଏକ ଭଡା ଘରୁ ୨୪ ବର୍ଷୀୟ ଯୁବକ ରଞ୍ଜିତ ମିଶ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ସମଗ୍ର...

ନୀଳାଚଳ ଇସ୍ପାତ ନିଗମ ପକ୍ଷରୁ ବିସ୍ଥାପିତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ

କଳିଙ୍ଗନଗର, ଜୁନ୍ ୩, ୨୦୨୬: ନୀଳାଚଳ ଇସ୍ପାତ ନିଗମ ଲିମିଟେଡ଼ (ଏନଆଇଏନଏଲ) ପକ୍ଷରୁ ମଙ୍ଗଳବାର ଦିନ ଏନଆଇଏନଏଲ ଟାଉନସିପ୍ ସ୍ଥିତ କମ୍ୟୁନିଟି ସେଣ୍ଟରଠାରେ ଭୁବନେଶ୍ୱରର ଏକ ସ୍ୱେଚ୍ଛାସେବୀ...

ଉପକୂଳ ରାଜପଥକୁ କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ବର: ଓଡିିଶାକୁ କେନ୍ଦ୍ରର ନୂଆ ଭେଟି। ଉପକୂଳ ଅଞ୍ଚଳରେ ସୁଗମ ଯାତାୟତ।ରାଜ୍ୟରେ ନୂଆ ଉପକୂଳ ରାଜପଥକୁ କ୍ୟାବିନେଟ୍‌ ମଞ୍ଜୁରୀ। ରାମେଶ୍ବରରୁ ପାରାଦୀପ ୧୬୩ କିମି ରାସ୍ତା ପାଇଁ...

ଗଞ୍ଜାମ ଜିଲ୍ଲାକୁ ତିନି ଜାତୀୟ ପୁରସ୍କାର

ଛତ୍ରପୁର:ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଗଞ୍ଜାମ ଜିଲାରେ ସୁନାମ ଆଣିଛି ଏହି ସଫଳତା। ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦିଲ୍ଲୀ ରେ ଆଜି ପୁରସ୍କୃତ...

ଛଅଟି ପ୍ରମୁଖ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ ଦେଶର ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ବିମାନ ଚଳାଚଳ କ୍ଷେତ୍ରକୁ ଆର୍ଥିକ ଝଟକାରୁ ରକ୍ଷା କରିବା ପାଇଁ ମୋଟ ୩୯,୨୯୦ କୋଟି...

ଯୌନ ନିର୍ଯାତନା ଦେବା ମାମଲାରେ ଜାତୀୟ ମାନବାଧିକାର କମିସନ (NHRC) ଅବଗତ ହୋଇଛନ୍ତି

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲାର କଙ୍କଡାହାଡ ଅଞ୍ଚଳର ଜଣେ ୧୭ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଉତ୍ତର ପ୍ରଦେଶର ଝାନ୍ସୀକୁ ଚାଲାଣ କରି ବିକ୍ରି କରିବା ଏବଂ ସେଠାରେ ପ୍ରାୟ...

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର

ବେଙ୍ଗାଲୁରୁ: ଦକ୍ଷିଣ ଭାରତର କଂଗ୍ରେସର ଜଣେ ଜଣାଶୁଣା ଚେହେରା ଡିକେ ଶିବକୁମାର ବୁଧବାର କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ଦ୍ୱାରା ଦୁଇ ବର୍ଷ...

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା...

ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି।

କୁଜଙ୍ଗ: ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା...

ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା...