Day: June 17, 2026

ନିଟ-ୟୁଜି ୨୦୨୬ ପରୀକ୍ଷା: ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର: ଆସନ୍ତା ଜୁନ ୨୧ ତାରିଖରେ ନିଟ୍ ୟୁଜି - ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ...