ରାଜ୍ୟରେ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ...
