Month: July 2026

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୧୧ କିମ୍ବା ୧୨ ଜୁଲାଇରେ...

ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିୟୋଜିତ

ଭୁବନେଶ୍ୱର:ରଥଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ...

୫ ଦିନ ଧରି ଅଚଳ ହୋଇପଡ଼ିଛି ଜନନୀ ଆମ୍ବୁଲାନ୍ସ

ଖଇରା:ବାଲେଶ୍ୱର ଜିଲ୍ଲା ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ଜନନୀ ଆମ୍ବୁଲାନ୍ସ ଟାୟାର ପରିବର୍ତ୍ତନ ନ ହେବାରୁ ଗତ ୫ ଦିନ ଧରି ଅଚଳ ହୋଇପଡ଼ିଛି। ଫଳରେ...

ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଓଷ ପ୍ରସ୍ତୁତ କରିଛନ୍ତି ରାଜବୈଦ୍ୟ

ପୁରୀ: ଚାଲିଛି ମହାପ୍ରଭୁଙ୍କ ଅଣସର ଲୀଳା। ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଓଷ ପ୍ରସ୍ତୁତ କରିଛନ୍ତି ରାଜବୈଦ୍ୟ। ଦୀର୍ଘ ଦୁଇମାସ ତଳୁ ଏନେଇ କାର୍ଯ୍ୟ ଜାରି ରହିଥିବା...

ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ

ଭୁବନେଶ୍ୱର,୧୧ା୭: ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ...

ଔଷଧର ଅପବ୍ୟବହାରକୁ କମାଇବା

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ...

୮ ବର୍ଷ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲ ଶୁଣାଣିରେ ନୂଆ ମୋଡ଼

ଭୁବନେଶ୍ବର: ଦୀର୍ଘ ୮ ବର୍ଷ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲ ଶୁଣାଣିରେ ନୂଆ ମୋଡ଼। ଆଲୋଚନା ଓ ଆପୋଷ ବୁଝାମଣା ମାଧ୍ୟମରେ...

ବିମାନବନ୍ଦରରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ତାଙ୍କୁ ଭବ୍ୟ ସ୍ୱାଗତ

ୱେଲିଙ୍ଗଟନ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତିନି ଦେଶୀୟ ଗସ୍ତର ଶେଷ ପର୍ଯ୍ୟାୟରେ ଶୁକ୍ରବାର ନ୍ୟୁଜିଲାଣ୍ଡରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ତାଙ୍କୁ ଭବ୍ୟ...

ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା। ଗାଁ ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଓ...

ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଶୁକ୍ରବାର ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ...