Day: July 10, 2026

ବିମାନବନ୍ଦରରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ତାଙ୍କୁ ଭବ୍ୟ ସ୍ୱାଗତ

ୱେଲିଙ୍ଗଟନ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତିନି ଦେଶୀୟ ଗସ୍ତର ଶେଷ ପର୍ଯ୍ୟାୟରେ ଶୁକ୍ରବାର ନ୍ୟୁଜିଲାଣ୍ଡରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ତାଙ୍କୁ ଭବ୍ୟ...

ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା। ଗାଁ ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଓ...

ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଶୁକ୍ରବାର ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ...

ଖୋଲା ଚ୍ୟାଲେଞ୍ଜ କରିଛନ୍ତି ମମତା ବାନାର୍ଜୀ

କଲକାତା : ମୋତେ ଚୁପ୍ କରିବା ପାଇଁ ହେଲେ ମାରିବାକୁ ପଡ଼ିବ। ଏମିତି ଖୋଲା ଚ୍ୟାଲେଞ୍ଜ କରିଛନ୍ତି ମମତା ବାନାର୍ଜୀ। ଜାଣନ୍ତୁ ଏମିତି କାହିଁକି କହିଛନ୍ତି ମମତା..ମମତା...

କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ...

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ...

ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ

କେସିଙ୍ଗା: ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ...