ଓଡ଼ିଶାର ପାରାଦୀପ ହରିଦାସପୁର ରେଳପଥର ଦୋହରୀକରଣ ଓ ଝାଡ଼ଖଣ୍ଡର ରାଜଖରସୱାନ-ଡାଙ୍ଗୋଆପୋଷୀ ରୁଟ୍ରେ ଚତୁର୍ଥ ଲାଇନ୍ ପ୍ରସ୍ତାବକୁ ଅନୁମୋଦନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ପାରାଦୀପ ହରିଦାସପୁର ରେଳପଥର ଦୋହରୀକରଣ ଓ ଝାଡ଼ଖଣ୍ଡର ରାଜଖରସୱାନ-ଡାଙ୍ଗୋଆପୋଷୀ...
