September 11, 2026

Month: July 2026

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ...

ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍...

ଗୀତଗୋବିନ୍ଦର ରଚୟିତା ଶ୍ରୀଜୟଦେବଙ୍କ ସାଧନାର ଅନ୍ୟତମ ପୀଠସ୍ଥଳୀ ଦଶାବତାର ମଠ

ପୁରୀ: ଗୀତଗୋବିନ୍ଦର ରଚୟିତା ଶ୍ରୀଜୟଦେବଙ୍କ ସାଧନାର ଅନ୍ୟତମ ପୀଠସ୍ଥଳୀ ଦଶାବତାର ମଠ। ଶ୍ରୀଜୟଦେବ ଧ୍ୟାନ ଅବସ୍ଥାରେ ଶ୍ରୀରାଧା ମାଧବଙ୍କ ଅପ୍ରାକୃତ ଲୀଳା ତଥା ଦଶାବତାର ରୂପ ସଂଦର୍ଶନ...

ରଥଯାତ୍ରା ପାଇଁ ରାଜଧାନୀ ଭୁବନେଶ୍ୱର ପାଇଁ ଆସିଲା ଟ୍ରାଫିକ୍ କଟକଣା

ଭୁବନେଶ୍ୱର : ରଥଯାତ୍ରା ପାଇଁ ରାଜଧାନୀ ଭୁବନେଶ୍ୱର ପାଇଁ ଆସିଲା ଟ୍ରାଫିକ୍ କଟକଣା। ଆସନ୍ତା ଜୁଲାଇ ୧୬, ୨୪ ଓ ୨୫ ପାଇଁ ଭୁବନେଶ୍ୱର ସ୍ଥିତ ଇସ୍କନ୍...

ଯନ୍ତ୍ରୀ ସଞ୍ଜୟ କିସପଟ୍ଟାଙ୍କ ୪ ମହଲା ଲଜ୍ ସାଙ୍ଗକୁ ୮ଟି ମୂଲ୍ୟବାନ ଠାବ କଲା ଭିଜିଲାନ୍ସ ଟିମ୍

କୋରାପୁଟ/ଭୁବନେଶ୍ବର: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ନିର୍ମାଣ ନିଗମ ଲିମିଟେଡର ନିର୍ବାହୀ ଯନ୍ତ୍ରୀ ତଥା କୋରାପୁଟ ଆଇଟିଡିଏ (ITDA)ର ପୂର୍ବତନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ...

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ...

ମାଲକାନଗିରି ବିମାନବନ୍ଦରକୁ ରନୱେ ସମ୍ପ୍ରସାରଣ କରାଯିବ

ମାଲକାନଗିରି, ୧୩।୭: ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ ବିମାନ...

ରଥଯାତ୍ରା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ପୁରୀ: ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା, ଟ୍ରାଫିକ ପରିଚାଳନା ଓ ଭିଡ଼ ନିୟନ୍ତ୍ରଣ ଉପରେ ସର୍ବାଧିକ ଗୁରୁତ୍ୱ ଦେଉଛି ପୁଲିସ। ପ୍ରତ୍ୟେକ ଶ୍ରଦ୍ଧାଳୁ ରଥଯାତ୍ରା ଦେଖି ଯେପରି ନିରାପଦରେ...

ଶନିବାର ରାତି ପ୍ରାୟ ସାଢେ ନଅଟା ବେଳେ ଜଣଙ୍କୁ ନିର୍ମମ ଭାବରେ ହତ୍ୟା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବାଳୁଅକଟା ଗ୍ରାମ ପଞ୍ଚାୟତ କୁମ୍ଭକର୍ଣ୍ଣ ସାହିରେ ଶନିବାର ରାତି ପ୍ରାୟ ସାଢେ ନଅଟା ବେଳେ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରା ଯାଇଛି।...

ଭୋପାଳର ହାଇପ୍ରୋଫାଇଲ ତ୍ବିଷା ଶର୍ମା ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ଭୋପାଳର ହାଇପ୍ରୋଫାଇଲ ତ୍ବିଷା ଶର୍ମା ମୃତ୍ୟୁ ମାମଲାରେ ଦିଲ୍ଲୀ ଏମ୍ସର ମେଡିକାଲ ବୋର୍ଡ଼ ଏହାର ଚୂଡ଼ାନ୍ତ ଫରେନସିକ୍‌ ରିପୋର୍ଟ ସିବିଆଇକୁ ପ୍ରଦାନ କରିଛି। ସୂତ୍ର ଅନୁସାରେ,...