ଶୁକ୍ରବାର ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଲଘୁଚାପ ରୂପ ନେବାର ସମ୍ଭାବନା
ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଶୁକ୍ରବାର...
