କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ : ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ...
