‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ତୃତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପିତ: ଯାଜପୁର ଜିଲ୍ଲାର ୨୧ଟି ବିଦ୍ୟାଳୟ ସାମିଲ
ଯାଜପୁର, ୦୬.୧୧.୨୦୨୬: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମୁଦାୟ ୬୩୦ଟି ଆଦର୍ଶ...
