November 14, 2026

Year: 2026

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା...

ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି।

କୁଜଙ୍ଗ: ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା...

ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା...

ବାରଗଡିଆର ଭଡା ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାରଗଡିଆ : ବାରଗଡିଆ ଗ୍ରାମ ଅଞ୍ଚଳର ଏକ ଭଡା ଘରୁ ୨୪ ବର୍ଷୀୟ ଯୁବକଙ୍କ ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି ହୋଇଛି।...

ଯାଜପୁରରେ ଆଇଏମଏଫଏଲ୍ ଦୋକାନ ବଣ୍ଟନ ଲଟେରି ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ

ଯାଜପୁର, ୦୨/୦୬/୨୬: ଅବକାରୀ ବିଭାଗ ପକ୍ଷରୁ ଯାଜପୁର ଜିଲ୍ଲାରେ ଆଇଏମଏଫଏଲ୍ ଅଫ୍ ଏବଂ କଣ୍ଟ୍ରି ଲିକ୍ୟୁର ଦୋକାନଗୁଡ଼ିକର ବଣ୍ଟନ ନିମନ୍ତେ ଆଜି ଗୌତମ ବୁଦ୍ଧ ସଂସ୍କୃତି ଭବନରେ...

ଦିଲ୍ଲୀ ହାଇକୋର୍ଟରେ CBSE ଦ୍ବାଦଶ ଶ୍ରେଣୀ On- Screen Marking(OSM)କୁ ନେଇ National Students’ Union of India (NSUI) ପିଟିସନ ଦାଖଲ

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ହାଇକୋର୍ଟରେ CBSE ଦ୍ବାଦଶ ଶ୍ରେଣୀ On- Screen Marking(OSM)କୁ ନେଇ National Students’ Union of India (NSUI) ପିଟିସନ ଦାଖଲ କରିଛି। ପିଟିସନରେ...

ଗୁଳିମାଡ଼ରେ ୭ଜଣଙ୍କ ମୃତ୍ୟୁ

ୱାସିଂଟନ: ଆମେରିକାର ଆୟୋୱା ସିଟିରେ ଅନେକ ଗୁଳିକାଣ୍ଡ ଘଟିଛି। ସୋମବାର ଦିନ ଆୟୋୱା ସିଟିରେ ଅନେକ ଗୁଳିକାଣ୍ଡରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଥିବା ପୁଲିସ...

୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଦକ୍ଷିଣ ଇଟାଲୀର ଉପକୂଳବର୍ତ୍ତୀ ଅଞ୍ଚଳରେ ମଙ୍ଗଳବାର ସକାଳେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଅନୁଯାୟୀ, ଭୂମିକମ୍ପର ତୀବ୍ରତା ରିକ୍ଟର...

ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣ

ଦିଗପହଣ୍ଡି: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ...