ଯାଜପୁର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ‘ଆମ କଳାକାର (CTMS-2.0)’ ଯୋଜନାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ: ଦଶହରା ସୁଦ୍ଧା ଅଡିସନ୍ ସାରିବାକୁ ନିର୍ଦ୍ଦେଶ
ଯାଜପୁର, ୨୩/୦୯/୨୦୨୬: ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ‘ଆମ କଳାକାର (CTMS-2.0)’ ଯୋଜନା ଅଧୀନରେ...
