November 12, 2026

Year: 2026

କାର୍ଡିଫରେ ଘଟିଥିବା ଏକ ଗୁପ୍ତ ରାଜନୈତିକ ଘଟଣା ସମଗ୍ର ଯୁକ୍ତରାଜ୍ୟର ଭବିଷ୍ୟତ ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି

ଲଣ୍ଡନ: କାର୍ଡିଫରେ ଘଟିଥିବା ଏକ ଗୁପ୍ତ ରାଜନୈତିକ ଘଟଣା ସମଗ୍ର ଯୁକ୍ତରାଜ୍ୟର ଭବିଷ୍ୟତ ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏକ ଚାଞ୍ଚଲ୍ୟକର ରିପୋର୍ଟ ଅନୁଯାୟୀ,...

ଏକ ବିମାନକୁ ଜୟପୁର ଆଡ଼କୁ ଡାଇଭର୍ଟ କରି ଜରୁରୀ ଅବତରଣ କରାଯାଇଛି

ଜୟପୁର: ଇଞ୍ଜିନ୍‌ରେ ତ୍ରୁଟି ଦେଖାଦେବାରୁ ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନକୁ ଜୟପୁର ଆଡ଼କୁ ଡାଇଭର୍ଟ କରି ଜରୁରୀ ଅବତରଣ କରାଯାଇଛି। ବିମାନରେ ପ୍ରାୟ...

୧୪ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର...

ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଶୋଭାବୃଦ୍ଧି

ନନ୍ଦନକାନନ: ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଶୋଭାବୃଦ୍ଧି ସହ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାକୁ ୧୪ ପ୍ରଜାତିର ୫୮ଟି ବିଦେଶୀ ପ୍ରାଣୀ ଆସିଛନ୍ତି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ...

ନୂଆଦିଲ୍ଲୀରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ମହକିଛି

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ମହକିଛି। କୋରାପୁଟର ପୂର୍ବଘାଟ ପର୍ବତମାଳାରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ପ୍ରିମିୟମ ଆରବିକା କଫି ‘ଟାଇଗର ବ୍ରାଇଟ୍’...

ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି...

ମଦ ବିରୋଧରେ ମହିଳାଙ୍କ ମହାମେଳି

ଝରିଗାଁ,୧୨ା୯: ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର ଜିଲା ଝରିଗାଁ...

ରାଜଧାନୀ ଦିଲ୍ଲୀର ଏକ ଅଭିଜାତ ହୋଟେଲରୁ ଏୟାର୍ ଇଣ୍ଡିଆର ଜଣେ ବରିଷ୍ଠ କୋକପିଟ୍ କ୍ରୁ (ପାଇଲଟ୍)ଙ୍କ ମୃତଦେହ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଏକ ଅଭିଜାତ ହୋଟେଲରୁ ଏୟାର୍ ଇଣ୍ଡିଆର ଜଣେ ବରିଷ୍ଠ କୋକପିଟ୍ କ୍ରୁ (ପାଇଲଟ୍)ଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ପାଇଲଟଙ୍କ ବୟସ ୪୦ରୁ...

ବ୍ରିକ୍ସ ହେଉଛି ସଂଘର୍ଷ ନୁହେଁ, ସହଯୋଗର ଏକ ମଞ୍ଚ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ କ୍ରମରେ ବଡ଼ ପରିବର୍ତ୍ତନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏକ ୧୦-ସୂତ୍ରୀ ଯୋଜନା ଉପସ୍ଥାପନ କରି...

ଭାରତୀୟ ବାୟୁସେନାର ୩ ଜଣ ଯୋଗ୍ୟ ଉଡ଼ାଣ ପ୍ରଶିକ୍ଷକ (QFI) ୱେଲ୍ସସ୍ଥିତ ରୟାଲ୍ ଏୟାର ଫୋର୍ସର ଭ୍ୟାଲି ଘାଟିରେ ନିୟୋଜିତ

ନୂଆଦିଲ୍ଲୀ: ଭାରତ-ୟୁକେ ପ୍ରତିରକ୍ଷା ସହଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନାର ୩ ଜଣ ଯୋଗ୍ୟ ଉଡ଼ାଣ ପ୍ରଶିକ୍ଷକ...