ନୂତନ ପଦକ୍ଷେପ ଫଳରେ ରାଜ୍ୟର କ୍ୟାନସର ରୋଗୀମାନେ ଅଧିକ ସଂଖ୍ୟକ ଜଟିଳ ଚିକିତ୍ସା ସେବା ସମ୍ପୂର୍ଣ୍ଣ ଦେୟମୁକ୍ତ ଭାବେ ପାଇପାରିବେ।
ଭୁବନେଶ୍ୱର: ରାଜ୍ୟରେ କର୍କଟ ରୋଗୀମାନଙ୍କୁ ଅଧିକ ବ୍ୟାପକ, ସମୟୋପଯୋଗୀ ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦେବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ...
