November 13, 2026

Year: 2026

ଶ୍ରୀ ଗୁଣ୍ଡିଚା ରଥଯାତ୍ରାର ରଥ ଟଣା ଶୁକ୍ରବାର ସମ୍ପନ୍ନ ହୋଇଛି

ଦିଗପହଣ୍ଡି, ୧୭।୭: ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅବସରରେ ଆୟୋଜିତ ଶ୍ରୀ...

ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ଭଦ୍ରକ: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର...

ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ...

୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର...

୧୦୦ ବୈଜ୍ଞାନିକଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି।...

ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ...

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ

କେସିଙ୍ଗା: କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ...

ରଥଯାତ୍ରା ବେଳେ ଗୋଷ୍ଠୀ ସଂଘର୍ଷ

ଜୟପୁର: ରଥଯାତ୍ରା ଚାଲିଥିବା ବେଳେ ଜୟପୁର ବ୍ଲକର ସିନ୍ଧିଗାଁରେ ଗୋଷ୍ଠୀ ସଂଘର୍ଷ। ଆକ୍ରମଣରେ ଅଭିନବ ଗାଦବାରଙ୍କ ମୃତ୍ୟୁ ହୋଇଛି। ଟୁକୁନା ଗାଦବା ସମେତ ଦୁଇ ଗୁରୁତର ହୋଇଛନ୍ତି।...

NEET-UG ପେପର୍ ଲିକ୍ ମାମଲାରେ ସିବିଆଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି

ନୂଆଦିଲ୍ଲୀ : NEET-UG ପେପର୍ ଲିକ୍ ମାମଲାରେ ସିବିଆଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସ୍ୱତନ୍ତ୍ର କୋର୍ଟକୁ କହିଛି ଯେ, ଲାଟୁରର ଜଣେ...

ବିଶ୍ୱ ଯୁବ ଦକ୍ଷତା ଦିବସ ୨୦୨୬ ଅବସରରେ

ଆଜି ଛୋଟବଡ଼ ପ୍ରତ୍ୟେକ ସଂସ୍ଥା ସମ୍ମୁଖରେ ଏକ ପ୍ରମୁଖ ଆହ୍ୱାନ ହେଉଛି ନିଯୁକ୍ତିଯୋଗ୍ୟ ପ୍ରାର୍ଥୀଙ୍କ ଅଭାବ। ଉଚ୍ଚଶିକ୍ଷିତ ଓ ପ୍ରତିଭାଶାଳୀ ପ୍ରାର୍ଥୀଙ୍କ ସଂଖ୍ୟା ଅଧିକ ଥିଲେ ମଧ୍ୟ...