ରାଉରକେଲାରୁ ଯାଜପୁର ମଙ୍ଗଳପୁର ଆସୁଥିବା ଘରୋଇ ବସ ପ୍ରମିଳା ଗତକାଲି ରାତ୍ରୀ ପ୍ରାୟ ୯. ୧୦ ରେ ଦୁର୍ଘଟଣାଗ୍ରସ୍ତ
ଦଶରଥପୁର: ରାଉରକେଲାରୁ ଯାଜପୁର ମଙ୍ଗଳପୁର ଆସୁଥିବା ଘରୋଇ ବସ ପ୍ରମିଳା ଗତକାଲି ରାତ୍ରୀ ପ୍ରାୟ ୯. ୧୦ ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୧୪୩ ନମ୍ବର ଜାତୀୟ ରାଜପଥ ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୂଷାବୀରା ଠାରେ ବସ ଚାଳକ ଭାରସାମ୍ୟ ହରାଇ ଡିଭାଇଡର ଅତିକ୍ରମ କରି ଡାହାଣ ପଟୁ ଆସୁଥିବା ଏକ ଲୁହା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା କରିଥିଲେ। ଏଥିରେ ମୋଟ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବସର ୨ ଡ୍ରାଇଭର, ହେଲ୍ପର ସମେତ ଟ୍ରକ ଡ୍ରାଇଭରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଆହତ ହୋଇଥିବାବେ
