ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

WhatsApp Image 2026-05-06 at 4.39.17 PM

ଭୁବନେଶ୍ବର: ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ନାବାଳିକା ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ବଡ଼ଗଡ଼ କେନାଲ ରୋଡ୍‌ରେ ଥିବା ଆପାର୍ଟମେଣ୍ଟ ‘ବାସନ୍ତୀ ଭିଲ୍ଲା’ରେ ନିଆଁ ଲାଗିଥିଲା। ଘଟଣାସ୍ଥଳରେ ଜଣେ ସୁରକ୍ଷାକର୍ମୀ ଓ ମହିଳା କେୟାର ଟେକରଙ୍କ ହୋଇଥିଲା ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାର ମୃତ୍ୟୁ ଘଟିଛି। ୨୦ରୁ ଊର୍ଦ୍ଧ୍ବ ଲୋକଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

About The Author