ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି
ଜଗତସିଂହପୁର: ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅାଯାଇଛି।
