September 10, 2026

ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ

dg

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି। DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍‌ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ ଏବଂ ପଦ୍ମାକର ଏସ୍‌ ରଣପିସେ। ସୁଧାଂଶୁ ୧୯୯୦ ବ୍ୟାଚ୍‌ର IPS ହୋଇଥିବାବେଳେ ରଣବିସେ ୧୯୯୫ ବ୍ୟାଚ୍‌ର IPS ବୋଲି ଜଣାପଡ଼ିଛି।

About The Author