ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ...
