September 12, 2026

Padmanav Pahi

ଓଡ଼ିଶାର ୫ଟି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ବର: ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର...

ବେଆଇନ ଭାବେ ସାମୁଦ୍ରିକ ପକ୍ଷୀ ଶିକାର କରୁଥିବା ଜଣେ ଅଭିଯୁକ୍ତଙ୍କୁ ବନ ବିଭାଗ ଗିରଫ କରିଛି

ବାଲେଶ୍ୱର:ବାଲେଶ୍ୱର ଜିଲ୍ଲାରେ ବେଆଇନ ଭାବେ ସାମୁଦ୍ରିକ ପକ୍ଷୀ ଶିକାର କରୁଥିବା ଜଣେ ଅଭିଯୁକ୍ତଙ୍କୁ ବନ ବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଚୌମୁଖ ଅଞ୍ଚଳର କାଳୀଚରଣ...

ଗତକାଲି ମଧ୍ୟପ୍ରାଚ୍ୟ ନିବେଶକଙ୍କ ସହିତ ୧୧ ବିଲିୟନ୍‌ ଡଲାରର ଚୁକ୍ତି ହୋଇଥିଲା

ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଜାପାନର ଆଇଏଚ୍‌ଆଇ କର୍ପୋରେସନ୍‌ ଓ ଏସିଏମ୍‌ଇ ଗ୍ରୁପ୍‌ ସହିତ...

୨୦ ବର୍ଷ ଧରି କାର୍ଯ୍ୟାନ୍ବୟନ ପରେ ଜୁଲାଇ ୧ ତାରିଖରୁ ବନ୍ଦ ହୋଇଗଲା ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା

ସମ୍ବଲପୁର: ଦୀର୍ଘ ୨୦ ବର୍ଷ ଧରି କାର୍ଯ୍ୟାନ୍ବୟନ ପରେ ଜୁଲାଇ ୧ ତାରିଖରୁ ବନ୍ଦ ହୋଇଗଲା ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା। ହେଲେ ଏହି ଯୋଜନାରେ...

ସମ୍ଭାବ୍ୟ ମରୁଡ଼ି ନେଇ ତନାଘନା, ସମୀକ୍ଷା କଲେ ଅମିତ ଶାହ

ନୂଆଦିଲ୍ଲୀ: ଚଳିତ ବର୍ଷ ଜୁନ୍ ମାସରେ ଦେଶରେ ସ୍ୱାଭାବିକଠାରୁ ଅତ୍ୟନ୍ତ କମ୍ ବର୍ଷା ରେକର୍ଡ ହେବା ଏବଂ ଜୁଲାଇରେ ମଧ୍ୟ ସ୍ୱଳ୍ପ ବର୍ଷା ନେଇ ପାଣିପାଗ ବିଭାଗର...

ସ୍ବାମୀ ରାଜା ରଘୁବଂଶୀଙ୍କୁ ହତ୍ୟା ମାମଲାର ଅଭିଯୁକ୍ତ ସୋନମ ରଘୁବଂଶୀଙ୍କୁ ଜାମିନକୁ ଶୁକ୍ରବାର ସୁପ୍ରିମକୋର୍ଟର ବଳବତ୍ତର

ନୂଆଦିଲ୍ଲୀ: ସ୍ବାମୀ ରାଜା ରଘୁବଂଶୀଙ୍କୁ ହତ୍ୟା ମାମଲାର ଅଭିଯୁକ୍ତ ସୋନମ ରଘୁବଂଶୀଙ୍କୁ ଜାମିନକୁ ଶୁକ୍ରବାର ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ଗତବର୍ଷ ମେ’ରେ ରାଜାଙ୍କ ସହ ସୋନମ ମେଘାଳୟ...

ମହାପ୍ରଭୁଙ୍କ ଗୁପ୍ତ ନୀତି ମଧ୍ୟରେ ଫୁଲୁରି ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ

ପୁରୀ: ଜ୍ବରରେ ପୀଡ଼ିତ ମହାପ୍ରଭୁଙ୍କୁ ଶନିବାର ଫୁଲୁରି ତେଲ ଲାଗି କରାଯିବ। ଏହି ଫୁଲରି ତେଲ ବଡ଼ ଓଡ଼ିଆ ମଠ ପକ୍ଷରୁ ଶ୍ରୀମନ୍ଦିରକୁ ଯୋଗାଇ ଦିଆଯାଇଥାଏ। ପ୍ରତ୍ୟେକବର୍ଷ...

ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ମାମଲା

ଅଯୋଧ୍ୟା: ଅଯୋଧ୍ୟା ଶ୍ରୀରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ମାମଲାରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର ବିଜେପିକୁ ସମାଲୋଚନା କରିଛନ୍ତି। ରାମ ମନ୍ଦିର ଦାନ...

ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ

ରାଞ୍ଚି: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ...

ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ: କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର ଓ...