ବିଜେପି ସରକାର ସୋମବାର (ଜୁନ୍ ୨୨) ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି।
କୋଲକାତା: ପଶ୍ଚିମବଙ୍ଗର ବିଜେପି ସରକାର ସୋମବାର (ଜୁନ୍ ୨୨) ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ...
