September 4, 2026

ରାଜନୀତି

ବିଜେଡିରେ ମିଶିଲେ ସୁଜାତା ଆର୍ କାର୍ତ୍ତିକେୟନ

ଭୁବନେଶ୍ୱର : ଶେଷ ହେଲା ସବୁ କଳ୍ପନାଜଳ୍ପନା। ବିଜେଡିରେ ମିଶିଲେ ସୁଜାତା ଆର୍ କାର୍ତ୍ତିକେୟନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଭି କେ ପାଣ୍ଡିଆନ୍ ଙ୍କ...

ଡୁବୁରୀରେ ବିଜେଡିର ମହିଳା ଅଧିକାର ସମାବେଶରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ବିଜେଡି ନେତୃତ୍ୱ, ହଜାର ହଜାର ମହିଳାଙ୍କ ଶକ୍ତି ପ୍ରଦର୍ଶନ

ଳିଙ୍ଗନଗର ୬ ଜୁନ: ସୁକିନ୍ଦା ନିର୍ବାଚନମଣ୍ଡଳୀର ଡୁବୁରୀଠାରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଏକ ବିଶାଳ “ମହିଳା ଅଧିକାର ସମାବେଶ” ଅନୁଷ୍ଠିତ ହୋଇଯାଇଛି। କପିଳେଶ୍ୱର ମହାଦେବଙ୍କ...

ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍‌କୁ ଅଣ୍ଡାମାଡ଼

ବୋଲଗଡ଼ : ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ବ୍ରହ୍ମପୁରା ଛକ ଓଭରବ୍ରିଜ୍‌ ଉପରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍‌କୁ ଅଣ୍ଡାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ରବିବାର...

ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ରାତି ୧୦ଟା ୩୫ରେ ପହଞ୍ଚିବେ ଭୁବନେଶ୍ବରକୋର କମିଟି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମଭୁବନେଶ୍ବର ଜିଲ୍ଲା ସାଂଗଠନିକ ପ୍ରଶିକ୍ଷଣକୁ କରିବେ ଉଦ୍‌ଘାଟନଖୋର୍ଦ୍ଧାରେ ହେବ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି

ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ ତଥା...

ଦିଲ୍ଲୀ ଗସ୍ତ କରିବେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଟିଭିକେ ସୁପ୍ରିମୋ ସି. ଜୋସେଫ ବିଜୟ ରାଜ୍ୟରେ ସରକାର ଗଠନ କରିବା ପରେ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଉଚ୍ଚସ୍ତରୀୟ ବୈଠକ...

ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟରେ ପହଞ୍ଚିଛନ୍ତି। ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ଏବଂ ପୁଡୁଚେରୀରେ ଅନୁଷ୍ଠିତ ବିଧାନସଭା ନିର୍ବାଚନର ଫଳାଫଳ...

ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର

ନୂଆଦିଲ୍ଲୀ: ବିଜେପିରେ ଯୋଗ ଦେଇଥିବା ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିଛି। ରାଜ୍ୟସଭା ତାଙ୍କୁ ବିଜେପିରେ ଯୋଗଦେବା ପାଇଁ ଅନୁମତି ପ୍ରଦାନ କରିଛି। ରାଘବଙ୍କ ସମେତ...

୩୩ ପ୍ରତିଶତ ସଂରକ୍ଷଣ ସୁବିଧା ପ୍ରଦାନ କରିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଦ୍ବାରା ଆଗତ ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌ ଲୋକସଭାରେ କାଟ୍‌ ଖାଇବା ପରେ ସରକାର ଓ ବିରୋଧୀ ପ୍ରତିକ୍ରିୟାଶୀଳ ହୋଇପଡିଛନ୍ତି। ସରକାର ଗୋଟିଏ...

ମା ବିରାଜାଙ୍କ ଆଶୀର୍ବାଦରେ ପାକ୍ଷିକ ଖବରକାଗଜ “ଖବର ଦର୍ପଣ”ର ଶୁଭାରମ୍ଭ

ଯାଜପୁର ( ନି.ପ୍ର): ଆଦ୍ୟଶକ୍ତି ପୀଠ ମା ବିରାଜା ମନ୍ଦିର ର ପବିତ୍ର ପାଦପଦ୍ମରୁ ପାକ୍ଷିକ ଓଡ଼ିଆ ଖବରକାଗଜ “ଖବର ଦର୍ପଣ” ର ଶୁଭ ଉନ୍ମୋଚନ ହୋଇଛି।...