September 10, 2026

୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ

earth

ନୂଆଦିଲ୍ଲୀ: ଦକ୍ଷିଣ ଇଟାଲୀର ଉପକୂଳବର୍ତ୍ତୀ ଅଞ୍ଚଳରେ ମଙ୍ଗଳବାର ସକାଳେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଅନୁଯାୟୀ, ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିଲା। ବର୍ତ୍ତମାନ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ପ୍ରାୟ ୨୫୩ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।

About The Author