September 11, 2026

୫୧,୦୦୦ ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

narendra modi

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୧,୦୦୦ ରୁ ଅଧିକ ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ନିଯୁକ୍ତି ମେଳାରେ ଯୋଗ ଦେଇ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି

About The Author