୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ

WhatsApp Image 2026-04-15 at 4.53.52 PM (1)

ପାଟନା: ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ସୟଦ ଆତା ହସନେନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

About The Author