ପ୍ରଚଣ୍ଡ ଖରାକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
ଖୋର୍ଦ୍ଧା: ପ୍ରଚଣ୍ଡ ଖରାକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ତାରିଖ ଯାଏ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ଏନେଇ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି।